Masthead

ପ୍ରକାଶ ପାଇବ ଯୁକ୍ତଦୁଇ ଦ୍ୱିତୀୟ ପର୍ଯ୍ୟାୟ ମେଧାତାଲିକା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା । ପୂର୍ବାହ୍ନ ୧୧.୩୦ରେ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ । ଯୋଗ୍ୟ ଛାତ୍ର ଛାତ୍ରୀଙ୍କ ନାମଲେଖା ୨୦ରୁ ୨୨ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ । ଜୁଲାଇ ୨୭ରେ ସ୍ପଟ ନାମଲେଖା ପାଇଁ ମେଧା ତାଳିକା ପ୍ରକାଶ ପାଇବ ।

ଏବେ ବି ୧.୬୫ ଲକ୍ଷ ସିଟ ଖାଲି ପଡିଛି । ସୂଚନାଯୋଗ୍ୟ ୨୦୨୩-୨୪ ଶିକ୍ଷାବର୍ଷ ଲାଗି ରାଜ୍ୟରେ ୨,୧୬୬ଟି ଯୁକ୍ତ ଦୁଇ କଲେଜରେ ୫ଲକ୍ଷ୯ହଜାର୨୪୫ସିଟ ପାଇଁ ନାମଲେଖା ହେଉଛି । ପ୍ରଥମ ପର୍ଯ୍ୟାୟରେ ୩ଲକ୍ଷ୪୩ହଜାର୫୭୪ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି । ଅଗଷ୍ଟ ପହିଲାରୁ ଆରମ୍ଭ ହେବ ପାଠପଢା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା