Masthead

ସାଇବର ଠକଙ୍କ ନୂଆ ତରିକା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପାର୍ସଲ ନାଁରେ ଲୋକଙ୍କୁ ଲୁଟୁଛନ୍ତି ସାଇବର ଠକ । ସାଇବର ଠକଙ୍କୁ ନେଇ ସତର୍କ ସୂଚନା ଜାରି କରିଛି ଓଡିଶା ପୋଲିସ ସଂସ୍ଥା । ଓଡିଶା ପୋଲିସ ସଂସ୍ଥା ପକ୍ଷରୁ ଏକ ପୋଷ୍ଟ ସେୟାର କରାଯାଇଛି ଯେଉଁଥିରେ ଦର୍ଶାଯାଇଛି ଯେ ସାଇବର ଠକଙ୍କ ନୂଆ ତରିକା । ପାର୍ସଲ ନାଁରେ ଲୋକଙ୍କୁ ଲୁଟୁଛନ୍ତି ।

ସେଥିପାଇଁ ସାଇବର ଠକଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଇ ଓଡିଶା ପୋଲିସ ତରଫରୁ କୁହାଯାଇଛି ଯେ କୌଣସି କୋରିଅର କମ୍ପାନୀ କଷ୍ଟମ ଅଧିକାରୀଙ୍କ ନାଁ କହି ପଇସା ମାଗିଲେ ଦିଅନ୍ତୁ ନାହିଁ । ସଂପୃକ୍ତ ବ୍ୟକ୍ତିଙ୍କ କଥାରେ ଭୟଭୀତ ହୁଅନ୍ତୁ ନାହିଁ । ନିଜକୁ ଏନସିବି, ସିବିଆଇ ପୋଲିସ କିମ୍ବା ଇଡି ଅଫିସର ବୋଲି ପରିଚୟ ଦେଇ ଫୋନ କରିଥିବା ବ୍ୟକ୍ତିଙ୍କ ସମ୍ପର୍କରେ ସତ୍ୟାସତ୍ୟ ଯାଞ୍ଚ କରନ୍ତୁ ।

କାରଣ ଆପଣଙ୍କୁ ଭୟଭୀତ କରାଇ ଟଙ୍କା ଲୁଟ କରିବା ସେମାନଙ୍କର ମୁଖ୍ୟ ଉଦ୍ଦେଶ୍ୟ ଥାଏ । ଏଭଳି ଫୋନ ଆସିଲେ ତୁରନ୍ତ ସାଇବର କ୍ରାଇମ ଥାନାରେ ନଚେତ ସ୍ଥାନୀୟ ପୋଲିସ ସହ ଯୋଗଯୋଗ କରନ୍ତୁ । ଓଡିଶା ପୋଲିସ ପକ୍ଷରୁ ଏଭଳି ସଚେତନତା ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ