ବେଆଇନ ପଥର ଖାଦାନରେ ଚଢାଉ

ଟାଙ୍ଗୀ, (ବଡ଼ ଖବର ବ୍ୟୁରୋ): କରୋନା କାଳରେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ତହସିଲ ଅଞ୍ଚଳରେ ମାତିଛନ୍ତି ପଥର ମାଫିଆ । ଆଜି ପୂର୍ବାହ୍ନରେ ଟାଙ୍ଗୀ ତହସିଲଦାରଙ୍କ ନେତୃତ୍ୱରେ ଛଣଗିରି ଓ ପାତ୍ରପଡ଼ା ଜଙ୍ଗଲରେ ଚଢଉ କରି ଗୋଟିଏ ଟ୍ରକ ସମେତ ଗୋଟିଏ ଜେସିବି ମେସିନ, ଗୋଟିଏ ଟ୍ରାକ୍ଟର ଓ ଚାରୋଟି ପାୱାରଟିଲର ମେସିନ ଜବତ କରାଯାଇଛି ।

ଚଢଉ ବେଳେ ମାଫିଆମାନେ ଖସିଯିବାକୁ ସକ୍ଷମ ହୋଇଛନ୍ତି । ଟାଙ୍ଗୀ ତହସିଲ ଅଞ୍ଚଳରେ ବାରମ୍ବାର ଚଢଉ ସତ୍ତେ୍ୱ ପଥର ମାଫିଆମାନେ ଖସିଯାଇ ବେଧଢକ ଭାବେ ପଥର ଲୁଟରେ ମାତିଛନ୍ତି । ଆଜି ଜବତ ହୋଇଥିବା ଗାଡ଼ିଗୁଡିକୁ ଜଙ୍କିଆ ଥାନା ଓ ଭୁଷଣ୍ଡପୁର ଫାଣ୍ଡିରେ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ