Masthead

ସାହିତ୍ୟିକ ପ୍ରବୋଧ ରାଉତଙ୍କ ପରଲୋକ

କଟକ(ବଡ଼ ଖବର ବ୍ୟୁରୋ):   ଓଡ଼ିଶାର ଜଣାଶୁଣା ସାହିତ୍ୟିକ  ପ୍ରବୋଧ ରାଉତଙ୍କ ୫୨ ବର୍ଷ ବୟସରେ ପରଲୋକ ଘଟିଛି । ଦୁଇଦିନ ତଳେ ଏକ ସଡ଼କ ଦୁର୍ଘଟଣାରେ ଆହାତ ହୋଇ ସେ କଟକ ର ଏକ ଘରୋଇ ହସ୍ପିଟାଲ ରେ ଚିକିତ୍ସିତ ହେଉଥିଲେ ।

ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ଓଡ଼ିଶାର ସୂଚନା ଓ ଲୋକସମ୍ପର୍କ ବିଭାଗରେ କାର୍ଯ୍ୟ କରିବା ସହ ଓଡ଼ିଶା ସାହିତ୍ୟ ଏକାଡ଼େମୀ ର ସମ୍ପାଦକ ଭାବେ ସେ ଦାୟିତ୍ୱ ତୁଲାଉଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ