Masthead

ଟ୍ରାନ୍ସଫର୍ମର ଫାଟି ୧୫ ମୃତ

ଉତ୍ତରାଖଣ୍ଡ(ବଡ଼ ଖବର ବ୍ୟୁରୋ): ବିଦ୍ୟୁତ ଟ୍ରାନ୍ସଫର୍ମର ଫାଟି ୧୫ ଜଣଙ୍କ ମୃତ୍ୟୁ ହୋଇଛି । ଉତ୍ତରାଖଣ୍ଡର ଚାମୋଲି ଜିଲ୍ଲାର ଅଳକାନନ୍ଦା ନଦୀ କୂଳରେ ଘଟିଛି ଏହି ଅଘଟଣ । ଟ୍ରାନ୍ସଫର୍ମର ବିସ୍ଫୋରଣ ହେବା ପରେ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହାତ ହୋଇଛନ୍ତି । ଆହାତମାନଙ୍କୁ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତକଙ୍କ ମଧ୍ୟରେ ୪ଜଣ ପୋଲିସ କର୍ମଚାରୀ ଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ