ଗ୍ୟାଙ୍ଗଷ୍ଟାର ଟିଟୋର ସହଯୋଗୀ ଜିଲ୍ଲା ବିଜେଡି ଉପସଭାପତି

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ଜିଲ୍ଳା ଉପସଭାପତିଭାବେ ଗ୍ୟାଙ୍ଗଷ୍ଟାର ଟିଟୋର ସହଯୋଗୀ ଜ୍ୟୋତିକାନ୍ତ ପରିଡା ଓରଫ ବାପୁ ପରିଡାଙ୍କ ନାମ ଘୋଷଣା ପରେ ଜିଲ୍ଲା ବିଜେଡିରେ ସୃଷ୍ଟି ହୋଇଛି କମ୍ପନ । ବିଜେଡି ବିଧାୟକ ସମ୍ବିତ ରାଉତରାୟ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ମୁଁ ଯେଉଁ ତାଲିକା ଦେଇଥିଲି ସେଥିରେ ଜ୍ୟୋତିକାନ୍ତଙ୍କ ନାଁ ନଥିଲା ।

ଏବେ ତାଙ୍କ ନାଁ ସାଙ୍ଗଠନିକ ପଦ ତାଲିକାରେ କିପରି ଆସିଲା ମୁଁ ଜାଣିନି । ପରୋକ୍ଷରେ ବିଧାୟକ ଶ୍ରୀ ରାଉତରାୟ ସରାକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲିଙ୍କ ଆଡକୁ ଅଙ୍ଗୁଳି ଉଠାଇଛନ୍ତି । ଯାହାକୁ ନେଇ ଜିଲ୍ଲା ବିଜେଡିରେ ଦେଖାଦେଇଛି ବିବାଦ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ