Masthead

ବିଏସପି ସୁପ୍ରିମୋ ମାୟାବତୀଙ୍କ ଘୋଷଣା ଏକା ଲଢିବୁ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଇଣ୍ଡିଆ ଏବଂ ଏନଡିଏ ବୈଠକ ମଧ୍ୟରେ ବିଏସପି ସୁପ୍ରିମୋ ମାୟାବତୀଙ୍କ ଘୋଷଣା । ରାଜସ୍ଥାନ ଛତିଶଗଡ ଏବଂ ମଧ୍ୟପ୍ରଦେଶରେ ବିଏସପି ଏକା ଲଢିବ । ନିଜ ଶକ୍ତିକୁ ନେଇ ଆମେ ଲଢିବୁ ବୋଲି କହିଛନ୍ତି ମାୟାବତୀ।

ପଞ୍ଜାବ ଏବଂ ହରିୟାଣାରେ ଆମ ଦଳ ଆଞ୍ଚଳିକ ଦଳ ସହ ମିଶି ନିର୍ବାଚନ ଲଢିବ । ଲୋକସଭା ନିର୍ବାଚନ ପୂର୍ବରୁ ହେବାକୁ ଯାଉଥିବା ରାଜସ୍ଥାନ ଛତିଶଗଡ ଏବଂ ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ବିଏସପି ଏକା ଲଢିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ