Masthead

ଜୁଲାଇ୨୨ରେ ଓଡିଶାରେ ଆଉ ଏକ ନୂଆ ଦଳ ଜନ୍ମ ନେବ!

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଆସନ୍ତା ୨୨ ତାରିଖରେ ଓଡିଶାରେ ଆଉ ଏକ ରାଜନୈତିକ ଦଳ ଜନ୍ମ ନେବାର ସମ୍ଭାବନା ଅଛି ।

ଏହି ଦଳ ନବ ନିର୍ମାଣ କୃଷକ ସଂଗଠନର ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାରଙ୍କ ନେତୃତ୍ୱରେ ଗଠନ ହେବ ବୋଲି ସୂଚନା ମିଳିଛି । ୟୁନିଟ ୮ ସ୍ଥିତ ବିଏମସି କମ୍ୟୁନିଟି ସେଣ୍ଟରରେ ଏକ ଆଲୋଚନାଚକ୍ର ପରେ ଦଳର ନାମ କରଣ ଏବଂ କେଉଁ କେଉଁ ନେତୃତ୍ୱକୁ ନେଇ ଦଳ ଗଠନ ହେବ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି