Masthead

କରେଣ୍ଟ ଲାଗି ୧୦ ମୃତ

ଉତ୍ତରାଖଣ୍ଡ (ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡ ଚମୋଲିରେ ଘଟିଛି ଅଭାବନୀୟ ଘଟଣା । କରେଣ୍ଟ ଲାଗି ୧୦ ଜଣଙ୍କ ମୃତ୍ୟୁ ହୋଇଛି । ଟ୍ରାନ୍ସଫର୍ମର ଫାଟିବାରୁ ମୃତ୍ୟୁ ହୋଇଛି ସୂଚନା ରହିଛି । ନମାମୀ ଗଙ୍ଗେ ପ୍ରୋଜେକ୍ଟ କାମ ଚାଲୁଥିବା ବେଳେ ଏହି ଅଘଟଣ ଘଟିଛି । ଆହତଙ୍କୁ ସ୍ଥାନୀୟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସେପଟେ ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି ଆଶଙ୍କା କରାଯାଉଛି । ଏ ଅଘଟଣ ନେଇ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ନ୍ୟାୟିକ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ଦୋଷୀଙ୍କ ବିରୋଧରେ କଡା କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ