Masthead

ଇଣ୍ଡିଆ ଦେଶରେ ଏକଛତ୍ରବାଦୀ ଶାସନକୁ ପରାସ୍ତ କରିବ: ସଞ୍ଜୟ ରାଉତ

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ):  ବିଜେପକୁ ଟାର୍ଗେଟ କରିଛନ୍ତି ଶିବସେନା ନେତା ସଞ୍ଜୟ ରାଉତ । କହିଛନ୍ତି ଇଣ୍ଡିଆ ଦେଶରେ ଏକଛତ୍ରବାଦୀ ଶାସନକୁ ପରାସ୍ତ କରିବ । ପରବର୍ତ୍ତୀ ପ୍ରଧାନମନ୍ତ୍ରୀ କିଏ ହେବ ଇଣ୍ଡିଆ ନିଷ୍ପତ୍ତି ନେବ। ଦେଶରୁ ଭାଜପାର ଶାସନ ଲୋପ ହେବାର ସମୟ ପାଖେଇ ଆସିଲା ବୋଲି ସେ କହିଛନ୍ତି । ୨୬ ଟି ବିରୋଧୀ ଦଳ ଏକାଠି ହୋଇ ଇଣ୍ଡିଆନ ନ୍ୟାଶନାଲ ଡେମୋକ୍ରାଟିକ ଇନକ୍ଲୁସିଭ ଆଲାଏନ୍ସ(ଇଣ୍ଡିଆ) ଗଠନ କରିବା ପରେ ଏବେ ଶାସକ ଦଳ ଭାଜପାର ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନଡିଏ) କଥା ମନେ ପଡିଛି। ୨୦୨୪ ଲୋକସଭା ନିର୍ବାଚନରେ ବିଜେପିର ମୁକାବିଲା କରିବା ପାଇଁ ଇଣ୍ଡିଆର ପରବର୍ତ୍ତୀ ବୈଠକ ମୁମ୍ବାଇରେ ଅନୁଷ୍ଠିତ ହେବ ବୋଳଇ ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ