Masthead

କିଏ କ’ଣ ହେବ ତାହା ଦଳୀୟ ନିଷ୍ପତ୍ତି : ପ୍ରଶାନ୍ତ ମୁଦୁଲି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସମ୍ବିତ ରାଉତରାୟଙ୍କ ଅଭିଯୋଗର ଜବାବ ରଖିଲେ ସରକାରୀ ଦଳ ମୁଖ୍ୟ ସଚେତକ ତଥା ଜଗତସିଂହପୁର ବିଜେଡିର ପୂର୍ବତନ ଜିଲ୍ଲା ସଭାପତି ପ୍ରଶାନ୍ତ ମୁଦୁଲି । କହିଛନ୍ତି ଜିଲ୍ଲା ସଭାପତି ମୁଁ ନାହିଁ । ମୁଁ ଜିଲ୍ଲା ସଭାପତି ଥିବା ସମୟରେ ଏହା ହୋଇନାହିଁ । କିଏ କ’ଣ ହେବ ବା ପଦବୀ ପାଇବ ତାହା ଦଳୀୟ ନିଷ୍ପତ୍ତି ରେ ହୁଏ । ମୁଁ ସେ ବିଷୟରେ କିଛି କହିବି ନାହିଁ ବୋଲି କହିଲେ ପ୍ରଶାନ୍ତ । ଯିଏ ମୋ ନାଁ ନେଇଛି ତାକୁ ପଚାର ସେ କାହିଁକି ମୋ ନାଁ ନେଉଛି । ସେ ହିଁ ତାର କ୍ଳାରିଫାଏ କରିବ ବୋଲି ବି କହିଛନ୍ତି ପ୍ରଶାନ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା