Masthead

ବୈଠକ କରିବାକୁ ସମୟ ଅଛି, ମଣିପୁର ଯିବାକୁ ସମୟ ନାହିଁ: ମଲ୍ଲିକାର୍ଜ୍ଜୁନ ଖଡ଼ଗେ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):  ମୌସୁମୀ ଅଧିବେଶନ ଆରମ୍ଭରୁ ହଙ୍ଗାମା। ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କଲେ କଂଗ୍ରେସ ସଭାପତି ମଲ୍ଲିକାର୍ଜ୍ଜୁନ ଖଡ଼ଗେ । ଦୁଇ କୁକି ମହିଳାଙ୍କ ଉଲଗ୍ନ ଭିଡିଓ ଭାଇରାଲ ହେବାପରେ ସଂସଦରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। କହିଛନ୍ତି ସବୁ ବିରୋଧୀ ମିଶି ମଣିପୁର ପ୍ରସଙ୍ଗରେ ଚର୍ଚ୍ଚା କରିବା ନେଇ ନୋଟିସ ଦେଇଛୁ।

ବର୍ତ୍ତମାନ ରାଜ୍ୟସଭା ଅଧ୍ୟକ୍ଷ ଚର୍ଚ୍ଚା ନେଇ ଏହାକୁ ଅନୁମତି ଦେବେ କି ନାହିଁ ଦେଖିବା ବାକି ରହିଲା। ପ୍ରଧାନମନ୍ତ୍ରୀ ଏନେଇ ନିରବ ଅଛନ୍ତି। ମୋଦିଙ୍କ ୩୮ଟି ଦଳକୁ ଡାକି ଏନଡିଏ ବୈଠକ କରିବାକୁ ସମୟ ଅଛି କିନ୍ତୁ ମଣିପୁର ଯିବାକୁ ସମୟ ନାହିଁ ବୋଲି ଖଡ଼ଗେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼