Masthead

୨୩ ଖୋଲିବ ହୀରାକୁଦ ଡ୍ୟାମ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ହୀରାକୁଦରୁ ଛଡ଼ାଯିବ ପ୍ରଥମ ବନ୍ୟାଜଳ । ଆସନ୍ତା ୨୩ରୁ ଖୋଲିବ ହୀରାକୁଦ ଡ଼୍ୟାମ । ଉପର ମୁଣ୍ଡରେ ବର୍ଷା ଯୋଗୁଁ ଜଳଭଣ୍ଡାରର ଜଳସ୍ତର ବଢ଼ୁଛି । ତେଣୁ ବନ୍ୟାଜଳ ଛାଡ଼ିବା ନେଇ ଡ୍ୟାମ୍‌ କର୍ତ୍ତୃପକ୍ଷଙ୍କ ସୂଚନା ଦେଇଛନ୍ତି । ଏଥିଯୋଗୁଁ ମହାନଦୀ ଓ ଶାଖା ନଦୀରେ ଜଳସ୍ତର ବୃଦ୍ଧି ପାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ବିହାର ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା 🔴 କଟକ ସହରରେ କର୍ଫ୍ୟୁ 🔴 ୨୦ ଜିଲ୍ଲାକୁ ସତର୍କ 🔴 ସିସିଟିଭି ଫୁଟେଜକୁ ଖଣ୍ଡନ କଲା ପୋଲିସ 🔴 ଜାପାନର ହୋଂସୁ ପୂର୍ବ ଉପକୂଳରେ ଶକ୍ତିଶାଳୀ ଭୂମିକମ୍ପ ଝଟ୍‌କା 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ବିହାର ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା 🔴 କଟକ ସହରରେ କର୍ଫ୍ୟୁ 🔴 ୨୦ ଜିଲ୍ଲାକୁ ସତର୍କ 🔴 ସିସିଟିଭି ଫୁଟେଜକୁ ଖଣ୍ଡନ କଲା ପୋଲିସ 🔴 ଜାପାନର ହୋଂସୁ ପୂର୍ବ ଉପକୂଳରେ ଶକ୍ତିଶାଳୀ ଭୂମିକମ୍ପ ଝଟ୍‌କା