Masthead

ପ୍ରଧାନମନ୍ତ୍ରୀଙ୍କ ନିରବତା ମଣିପୁରକୁ ଅରାଜକତା ଆଡକୁ ଠେଲି ଦେଇଛି: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):  ମଣିପୁରରେ ୨ ଆଦିବାସୀ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଇବା ଘଟଣାକୁ ନେଇ ଜୋର ଧରିଛି ରାଜନୀତି । ଏହି ପ୍ରସଙ୍ଗରେ ବିରୋଧୀ ମୋଦି ସରକାରଙ୍କୁ ଘେରୁଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଘଟଣାକୁ ନେଇ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ନିରବତା ଏବଂ ନିଷ୍କ୍ରିୟତା ମଣିପୁରକୁ ଅରାଜକତା ଆଡକୁ ଠେଲି ଦେଇଛି।

‘ଇଣ୍ଡିଆ’ ଚୁପ୍‌ ରହିବ ନାହିଁ। ରାହୁଲ ମଧ୍ୟ ଟୁଇଟ୍‌ କରି କହିଛନ୍ତି, ପ୍ରଧାନମନ୍ତ୍ରୀ ଚୁପ୍‌ ରହିବା କାରଣରୁ ମଣିପୁରରେ ଅରାଜକତା ବ୍ୟାପିବାରେ ଲାଗିଛି। ରାଜ୍ୟରେ ଭାରତର ବିଚାର ଉପରେ ଆକ୍ରମଣ କରାଯାଉଛି। ଆମେ ମଣିପୁର ଲୋକଙ୍କ ସହ ଅଛୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା