Masthead

ଜଲଦି ଲୋକଙ୍କ ପ୍ରସ୍ତାବ ସରକାରଙ୍କ ପାଖରେ ପହଁଚାଇବା ଆମର ଲକ୍ଷ୍ୟ: ରୁଦ୍ର ମହାରଥୀ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):  ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ଯୋଜନା ମାଧ୍ୟମରେ ବହୁ ଉନ୍ନୟନମୂଳକ କାର୍ଯ୍ୟ ହୋଇପାରିବ । ପ୍ରତ୍ୟେକ ପଂଚାୟତକୁ ୫୦ ଲକ୍ଷ ଅନୁଦାନ ଆସୁଛି । ନିଶ୍ଚୟ ବହୁ ଉନ୍ନୟନମୂଳକ କାର୍ଯ୍ୟ ହୋଇପାରିବ ବୋଲି କହିଛନ୍ତି ବିଜେଡି ବିଧାୟକ ରୁଦ୍ର ମହାରଥୀ । ସେ କହିଛନ୍ତି ଗାଇଡ଼ ଲାଇନ ପରିବର୍ତ୍ତନ ଯୋଗୁଁ ମନ୍ଦିର, ମସଜିଦ, ଚର୍ଚ୍ଚକୁ ସାଂସଦ ଓ ବିଧାୟକଙ୍କ ପାଣ୍ଠି ଦେଇ ହେଉନଥିଲା । ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଜରିଆରେ ମନ୍ଦିର, ମସଜିଦ, ଚର୍ଚ୍ଚର ଉନ୍ନତି ହୋଇପାରିବ ।

ପଂଚାୟତରେ ଲୋକଙ୍କର ଥିବା ଦୀର୍ଘ ଦିନର ଦାବି ପୂରଣ ହୋଇପାରିବ । ବିଧାୟକ ପାଣ୍ଠି ବହୁତ କମ ଥାଏ । ତେଣୁ ଏହି ଯୋଜନା ମାଧ୍ୟମରେ ବହୁ କାମ ହୋଇଯିବ । ଏଥିରେ ରାଜନୀତି ନାହିଁ । କେବଳ ଗୋଟିଏ ଲକ୍ଷ୍ୟ ଉନ୍ନୟନମୂଳକ କାର୍ଯ୍ୟ । ଯେତେ ଜଲଦି ଲୋକଙ୍କ ପ୍ରସ୍ତାବ ସରକାରଙ୍କ ପାଖରେ ପହଁଚାଇବା ଆମର ଲକ୍ଷ୍ୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ