Masthead

ଚନ୍ଦ୍ରର ନିକଟବର୍ତ୍ତୀ ହେଲା ଚନ୍ଦ୍ରଯାନ ୩

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜୁଲାଇ ୧୪ରେ ଲଞ୍ଚ ହୋଇଥିବା ଚନ୍ଦ୍ରଯାନ ୩ ଆଜି ମହାକାଶରେ ୪ର୍ଥ କକ୍ଷପଥ ସଫଳତାର ସହିତ ଭେଦ କରିଛି । ଏହାଦ୍ୱାରା ଚନ୍ଦ୍ରଯାନ ୩ ଚନ୍ଦ୍ରର ଆହୁରୀ ନିକଟତର ହେବାରେ ଲାଗିଛି । ମଙ୍ଗଳବାର ଦିନ ୩ୟ କକ୍ଷପଥ ଭେଦ କରିଥିଲା ଚନ୍ଦ୍ରଯାନ । ଭାରତୀୟ ମହାକାଶ ଗବେଷକ ଇସ୍ରୋ ନିଶ୍ଚିନ୍ତ କରିଛି ଯେ ଚନ୍ଦ୍ରଯାନ ୩ ସଫଳତାର ସହିତ ୩ୟ କକ୍ଷପଥ ଅତିକ୍ରମ କରିଛି । ସୋମବାର ଦିନ ଦ୍ୱିତୀୟ କକ୍ଷପଥ ଭେଦ କରିଥିଲା ଚନ୍ଦ୍ରଯାନ ୩ ।ଆସନ୍ତା ୨୫ରେ ପରବର୍ତ୍ତୀ କକ୍ଷପଥରେ ପ୍ରବେଶ କରିବ ଚନ୍ଦ୍ରଯାନ ୩ । ଶ୍ରୀହରିକୋଟସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ଜୁଲାଇ ୧୪ରେ ଚନ୍ଦ୍ରଯାନ ୩ ଲଞ୍ଚ ହୋଇଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି