ସମ୍ବଲପୁରରେ ବର୍ଷେ ଯାଏଁ ହେବନି ଧାର୍ମିକ ଶୋଭାଯାତ୍ରା

ସମ୍ବଲପୁର: ସମ୍ବଲପୁରରେ ବର୍ଷେ ପାଇଁ ହେବନି ଧାର୍ମିକ ଶୋଭାଯାତ୍ରା । ଏସପି ମୁକେଶ ଭାମୁ ଏ ସଂପର୍କରେ ସୂଚନା ଦେଇଛନ୍ତି । ଆଜି ଅନୁଷ୍ଠିତ ଶାନ୍ତି କମିଟି ବୈଠକରେ ଏହି ନିଷ୍ପତ୍ତି ହୋଇଛି । ବିଶେଷକରି, ମହରମ ଓ ହନୁମାନ ଜୟନ୍ତୀକୁ ଦୃଷ୍ଟିରେ ରଖି ଏହି କଟକଣା ଲାଗିଛି । ପୂର୍ବରୁ ହୋଇଥିବା ହିଂସାକୁ ଦୃଷ୍ଟିରେ ରଖି ଶାନ୍ତି କମିଟି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ