Masthead

ଶରଦ ପାୱାରଙ୍କୁ ଆଉ ଏକ ଝଟକା, ଦଳରୁ ହାତ ଛାଡ଼ିଲେ ଆଉ ୭ ବିଧାୟକ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):  ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି)ରେ ଅଜିତ ପାୱାରଙ୍କ ନେତୃତ୍ୱରେ ହୋଇଥିବା ବିଦ୍ରୋହ ପରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଏବଂ ଦଳର ମୁଖ୍ୟ ଶରଦ ପାୱାର ଦଳ ଉପରେ ନିଜର ଦାବି କରୁଛନ୍ତି। ଏହି ସମୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶରଦ ପାୱାରଙ୍କୁ ଏକ ବଡ଼ ଝଟକା ଲାଗିଛି। ରାଜ୍ୟର ସାତଜଣ ଏନସିପି ବିଧାୟକ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦଳକୁ ସମର୍ଥନ କରିଛନ୍ତି।

ନାଗାଲାଣ୍ଡ ରାଜ୍ୟ ସଭାପତି ଭାଣ୍ଟୁଙ୍ଗ ଓଡିଓ କହିଛନ୍ତି ଯେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦଳକୁ ସମର୍ଥନ ଜଣାଇ ରାଜ୍ୟର ସମସ୍ତ ଏନସିପି ବିଧାୟକ ଘୋଷଣା କରିଛନ୍ତି । ଏ ବାବଦରେ ଏକ ଚିଠି ଲେଖି ଆମେ ସେମାନଙ୍କ ସହିତ ଅଛୁ ବୋଲି ଜଣାଇଛନ୍ତି । ନିକଟରେ ଅଜିତ ପାୱାରଙ୍କ ନେତୃତ୍ୱରେ ଅନେକ ଏନସିପି ବିଧାୟକ ଦଳ ବିରୋଧରେ ବିଦ୍ରୋହ କରି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ବିଜେପିର ମିଳିତ ସରକାରରେ ଯୋଗ ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ