Masthead

ଦେଶର ଦୁଇଟି ସ୍ଥାନରେ ଅନୁଭୂତ ହେଲା ଭୂକମ୍ପ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସକାଳୁ ଦେଶର ଦୁଇଟି ସ୍ଥାନରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରାଜସ୍ଥାନର ଦୁଇଟି ଓ ମଣିପୁରର ଗୋଟିଏ ସ୍ଥାନରେ ଅନୁଭୂତ ହୋଇଛି ଭୂକମ୍ପ ।

ରାଜସ୍ଥାନରେ ଭୂକମ୍ପର ତୀବ୍ରତା ୪.୪ ରହିଥିବାବେଳେ ମଣିପୁରରେ ଏହାର ତୀବ୍ରତା ୩.୪ ରହିଥିଲା । ଭୂକମ୍ପ ଅନୁଭୂତ ହେଲାପରେ ଲୋକମାନେ ଘରବାହାରକୁ ଚାଲିଆସିଥିଲେ । ତେବେ ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇଥିବାର ସୂଚନା ମିଳିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ