Masthead

ପେଟ୍ରୋଲ ପମ୍ପରେ ହାତୀଙ୍କ ଉତ୍ପାତ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ମାନେଶ୍ଵର ସ୍ଥିତ ଭବାନୀପାଲି ପେଟ୍ରୋଲ ପମ୍ପରେ ହାତୀଙ୍କ ଉତ୍ପାତ । ସନ୍ଧ୍ୟା ସମୟରେ ଜଙ୍ଗଲୀ ହାତୀଟି ହଠାତ ପେଟ୍ରୋଲ ପମ୍ପ ଭିତରକୁ ପଶି ଆସିଥିଲା । ହାତୀକୁ ଦେଖି ସମସ୍ତ କର୍ମଚାରୀମାନେ ସେଠାରୁ ପ୍ରାଣ ବିକଳରେ ପଳାଇଯାଇଥିଲେ । ହାତୀ ଟି ସେଠାରେ ଥିବା ବାଇକ ଏବଂ ଅଫିସକୁ ଭାଙ୍ଗୁଥିବାର ଚିତ୍ର ସିସିଟିଭିରେ କଏଦ ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାଂଲାଦେଶ ନୋଟରୁ ହଟିଲା ଶେଖ୍ ମୁଜିବୁରଙ୍କ ଫଟୋ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ବାଂଲାଦେଶ ନୋଟରୁ ହଟିଲା ଶେଖ୍ ମୁଜିବୁରଙ୍କ ଫଟୋ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ