Masthead

ପୁଅ ନେଇ ଗଲା ଭତ୍ତା ଟଙ୍କା, ରଶି ଲଗାଇ ମାଆ କଲା ଆତ୍ମହତ୍ୟା

ଯାଜପୁର (ବଡ଼ ଖବର ବ୍ୟୁରୋ): ପୁଅ ଭତ୍ତା ଟଙ୍କା ନେଇ ଯିବାରୁ ମାଆର ଆତ୍ମହତ୍ୟା । ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ଶୋବରା ଗ୍ରାମରେ । ମାଆକୁ ମିଳିଥିଲା ଭତ୍ତା ଟଙ୍କା । ଭତ୍ତା ଟଙ୍କାରୁ ପୁଅ ୩୦୦ ଟଙ୍କା ନେଇ ଖର୍ଚ୍ଚ କରିଦେଇଥିଲା ।

ଯାହାକୁ ନେଇ ମଆ ରାଗି ଯାଇଥିଲା । ଆଉ ରାଗରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଶବକୁ ବ୍ୟବଚ୍ଛେଦ ପାଇଁ ଦାନଗଦି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଛି । ଘଟଣାସ୍ଥଳରେ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି