Masthead

ବଢୁଛି ହୀରାକୁଦ ଜଳସ୍ତର

ସମ୍ବଲପୁର(ବଡ଼ ଖବର ବ୍ୟୁରୋ):  ଲଘୁଚାପ ପ୍ରଭାବରେ ଉପରମୁଣ୍ଡରେ ପ୍ରବଳ ବର୍ଷା । ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢୁଛି । ସକାଳ ୬ଟା ସୁଦ୍ଧା ୬୧୩ ଫୁଟରେ ପହଞ୍ଚିଛି ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର । ପ୍ରତିସେକେଣ୍ଡରେ ୧ ଲକ୍ଷ ୪୦ ହଜାର ୫୭୫ କ୍ୟୁସେକ ଜଳ ଜଳଭଣ୍ଡାରକୁ ପ୍ରବେଶ କରୁଥିବା ବେଳେ ନିଷ୍କାସିତ ହେଉଛି ୪୦ ହଜାର ୨୭୦ କ୍ୟୁସେକ ଜଳ । ସେପଟେ ଆଉ ଦିନକ ପରେ ହୀରାକୁଦ ଛାଡ଼ିବ ବର୍ଷର ପ୍ରଥମ ବନ୍ୟାଜଳ । ଜୁଲାଇ ୨୩ରେ ଖୋଲିବ ହୀରାକୁଦ ଡ୍ୟାମର ଗେଟ୍ । ଆସନ୍ତା ରବିବାର ସକାଳ ୯ଟାରେ ପୂଜାର୍ଚ୍ଚନା ପରେ ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବ । ଏଥିପାଇଁ ସତର୍କତା ଜାରି କରିଛନ୍ତି ହୀରାକୁଦ ବନ୍ଧ କର୍ତ୍ତୃପକ୍ଷ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼