Masthead

ପରିବର୍ତ୍ତନ ନିଶ୍ଚିତ ଆସିବ, ପରିସ୍ଥିତି ବଦଳିଯିବ : ଓମପ୍ରକାଶ ଚୌତାଲା

ଚଣ୍ଡିଗଡ(ବଡ଼ ଖବର ବ୍ୟୁରୋ):  ଦଳ ଟିକେଟ ଦେଲେ ମୁଁ ନିଶ୍ଚୟ ଲଢିବି । ଏଭଳି କିଛି କହିଛନ୍ତି ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜାତୀୟ ଲୋକ ଦଳ ମୁଖ୍ୟ ଓମପ୍ରକାଶ ଚୌତାଲା । ୨୦୨୪ ନିର୍ବାଚନ ପାଇଁ ଓମପ୍ରକାଶ ନିଜକୁ ପ୍ରସ୍ତୁତ କରୁଛନ୍ତି। ୮୮ ବର୍ଷ ବୟସରେ ମଧ୍ୟ ନିର୍ବାଚନ ଲଢିବାକୁ ଆଗ୍ରହ ଥିବା କହିଛନ୍ତି । ସେ କହିଛନ୍ତି ନିର୍ବାଚନ ଲଢିବାକୁ କିଏ ଚାହେଁ ନାହିଁ? ଯଦି ମୋ ଦଳ ଟିକେଟ ଦିଏ, ମୁଁ ନିଶ୍ଚିତ ଭାବେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବି।

ଅନ୍ୟପଟେ ବିରୋଧୀ ସାମ୍ମୁଖ୍ୟ ‘ଇଣ୍ଡିଆ’ ଉପରେ କହିଛନ୍ତି ଯେ, ବିଜେପି ନେତୃତ୍ୱାଧୀନ ସରକାର ବିରୋଧରେ ଗଠିତ ଗୋଷ୍ଠୀରେ ସମସ୍ତ ଦଳ ଯୋଗଦେବା ଉଚିତ୍‌। ପରିବର୍ତ୍ତନ ନିଶ୍ଚିତ ରୂପେ ଆସିବ । ପରିସ୍ଥିତି ବଦଳିଯିବ। ଏହି ସରକାରର ଦୁର୍ନୀତି ଶେଷ ହେବ ଏବଂ ଏକ ଭଲ ସରକାର ଗଠନ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ