Masthead

ଚିରଞ୍ଜୀବ ମୋକିମ୍‌ ସମର୍ଥକଙ୍କ ପ୍ରତିବାଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  କଂଗ୍ରେସ ଭବନରେ ହାଇଡ୍ରାମା । ନିଲମ୍ବନ ପ୍ରତ୍ୟାହାର ଦାବି ରେ ଅଟଳ ସମର୍ଥକ। ଚିରଞ୍ଜୀବ ଓ ମୋକିମ୍‌ଙ୍କ ନିଲମ୍ବନକୁ ସମର୍ଥକଙ୍କ ବିରୋଧ । କଂଗ୍ରେସ ଭବନରେ ପ୍ରତିବାଦ କଲେ ଉଭୟ ନେତାଙ୍କ ସମର୍ଥକ । ଉଭୟଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର ଦାବିରେ ପ୍ରତିବାଦ କରିଛନ୍ତି । ଅନ୍ୟପଟେ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ସରକାରୀ ବାସଭବନରେ କଂଗ୍ରେସର ବସିଛି ଗୁରୁତ୍ଵ ପୂର୍ଣ୍ଣ ବୈଠକ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା