Masthead

ବେଟି ବଚାଓ, ବେଟି ପଢାଓ ସ୍ଲୋଗାନ, ସର୍ବସାଧାରଣରେ ମହିଳାଙ୍କୁ ଅସମ୍ମାନ: ସତ୍ୟପାଲ ମଲିକ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):  ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କରିଛନ୍ତି ଟର୍ଗେଟ । ମଣିପୁର ହିଂସାରେ କୁକି ମହିଳାଙ୍କ ସହ ହୋଇଥିବା ବର୍ବରତା ନେଇ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତ କି ମନ କି ବାତ ଓ ଅନ୍ୟ ପ୍ରସଙ୍ଗ ଉପରେ ଘଣ୍ଟା ଘଣ୍ଟା ଧରି ମତ ରଖୁଥିବା ପ୍ରଧାନମନ୍ତ୍ରୀ ମୋଦି ମଣିପୁରରେ ଘଟିଥିବା ଅମାନବୀୟ ଓ ଦେଶକୁ ଲଜ୍ଜିତ କରିଥିବା ଘଟଣାକୁ ନେଇ କେବଳ ୩୬ ସେକେଣ୍ଡେରେ କଥା ସାରିଦେଲେ।

https://twitter.com/SatyapalmalikG/status/1682058575773048832?s=20

ମଣିପୁର ହିଂସାକୁ ନେଇ ଟୁଇଟ କରି ମଲିକ କହିଛନ୍ତି, ପ୍ରତି ମାସରେ ଘଣ୍ଟା ଘଣ୍ଟା ଧରି ମନ କି ବାତ କରୁଥିବା ପ୍ରଧାନମନ୍ତ୍ରୀ ଆଜି ଜଳୁଥିବା ମଣିପୁରକୁ ନେଇ ମାତ୍ର ୩୬ ସେକେଣ୍ଡ କହିଲେ। ଏମିତି କାହିଁକି ବୋଲି ସେ ପ୍ରଶ୍ନ କରିଛନ୍ତି। ବେଟି ବଚାଓ, ବେଟି ପଢାଓର ସ୍ଲୋଗାନ ଦେଉଥିବା ସରକାରଙ୍କ ଶାସନକାଳରେ ସର୍ବସାଧାରଣରେ ମହିଳାଙ୍କୁ ଉଲଗ୍ନ କରି ବୁଲାଯାଉଛି। ମଣିପୁରରେ ମହିଳାଙ୍କ ପ୍ରତି ହୋଇଥିବା ବର୍ବରତା ନିନ୍ଦନୀୟ ବୋଲି ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା