Masthead

ଏପରି ଘୃଣ୍ୟ କାମ ପାଇଁ ଦେଶରେ କୌଣସି ସ୍ଥାନ ନାହିଁ : ବିରେନ ସିଂ

ଇମ୍ଫାଲ  (ବଡ଼ ଖବର ବ୍ୟୁରୋ):  ମଣିପୁରରେ ମହିଳାଙ୍କ ସହ ହୋଇଥିବା ବର୍ବରତାକୁ ନେଇ ସାରା ଦେଶରେ ବିବ୍ରତ ହୋଇଛି । ଏଯାବତ ୪ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ରାଜ୍ୟ ପୋଲିସ ତଦନ୍ତ ଜାରି ରଖିଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଏନ୍‌ ବିରେନ୍‌ ସିଂହ କହିଛନ୍ତି ଯେ ଭିଡିଓ ସାମ୍ନାକୁ ଆସିବା ପରେ ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ପ୍ରୟାସ ଆରମ୍ଭ କରାଯାଇଥିଲା।

ଖୁବ୍‌ଶୀଘ୍ର ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯିବ। ତେବେ ଏହି ଘଟଣାରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଫାଶୀ ଦିଆଯିବାକୁ ଦାବି କରାଯିବ ବୋଲି ସେ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଆମ ଜ ଏପରି ଘୃଣ୍ୟ କାମ ପାଇଁ କୌଣସି ସ୍ଥାନ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ