ମମତାଙ୍କ ଘର ପାଖେ ସନ୍ଦିଗ୍ଧ, ଛୁରୀ ଧରି ବାସଭବନକୁ ପଶୁଥିବା ବେଳେ ଧରିଲା ପୋଲିସ

କୋଲକାତା  (ବଡ଼ ଖବର ବ୍ୟୁରୋ):  ମମତାଙ୍କ ଘର ପାଖେ ସନ୍ଦିଗ୍ଧ । ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଧରିଲା ପୋଲିସ । ମୁଖ୍ୟମନ୍ତ୍ରୀଙ୍କ ବାସଭବନ ପାଖରୁ ଧରିଲା ପୋଲିସ । ଧରାପଡ଼ିଥିବା ବ୍ୟକ୍ତିଙ୍କ ନାମ ନୂର ଆଲମ । ସୂଚନା ଦେଲେ କୋଲକାତା ସିପି । ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ବ୍ୟକ୍ତିଙ୍କୁ ପଶ୍ଚିମବଙ୍ଗ ପୋଲିସ ଗିରଫ କରିଛି। ଅଭିଯୁକ୍ତଙ୍କ ନିକଟରୁ ଅସ୍ତ୍ର ମଧ୍ୟ ଉଦ୍ଧାର କରାଯାଇଛି। ବର୍ତ୍ତମାନ ତାଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଛି।

କୋଲକାତା ପୋଲିସ କମିଶନର କହିଛନ୍ତି ଯେ  ନୂର ଆଲାମ ନାମକ ଜଣେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବାସଭବନରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ବେଳେ କୋଲକାତା ପୋଲିସ ଅଟକାଇଥିଲା। ନୂର ଆଲାମଙ୍କ ନିକଟରୁ ଅନେକ ଆଇଡି କାର୍ଡ ବ୍ୟତୀତ ଅସ୍ତ୍ରଶସ୍ତ୍ର, ଛୁରୀ ଏବଂ ନିଷିଦ୍ଧ ପଦାର୍ଥ ଜବତ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!