Masthead

ବର୍ଷାରେ ଧୋଇଗଲା ଅସ୍ଥାୟୀ ପୋଲ

ବାରିପଦା(ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲାର କଇଁସାରି ଛକ ନିକଟରେ ତିଆରି ହୋଇଥିବା ଜାମୁଘାଟର ଅସ୍ଥାୟୀ ପୋଲ ଲଗାଣ ବର୍ଷାରେ ଧୋଇ ହୋଇଯାଇଛି । ଯାଦ୍ୱାରା ଯୋଗାଯୋଗ ବାଧାପ୍ରାପ୍ତ ହୋଇଛି । ଲୋକେ ବିପଦସଙ୍କୁଳ ଅବସ୍ଥାରେ ଯାତାୟତ କରୁଛନ୍ତି ।

ଜାମୁଘାଟରେ ଥିବା ପୁରୁଣା ପୋଲ ଭାଙ୍ଗି ଯାଇଥିବାରୁ ଏହି ଅସ୍ଥାୟୀ ପୋଲ ନିର୍ମାଣ ହୋଇଥିଲା । ହେଲେ ସେହି ଅସ୍ଥାୟୀ ପୋଲ ଉପରେ ଦେଓ ନଦୀ ପାଣି ପ୍ରବାହିତ ହେବା ଫଳରେ ଧୋଇଯାଇଛି ଅସ୍ଥାୟୀ ପୋଲ । ଯାହା ଫଳରେ ଲୋକେ ପୂର୍ବରୁ ଭାଙ୍ଗି ଯାଇଥିବା ପୋଲ ଉପରେ ବିପଦସଙ୍କୁଳ ଅବସ୍ଥାରେ ଯାତାୟାତ କରୁଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼