Masthead

ଜ୍ଞାନବାପୀ ମସଜିଦ୍ ପରିସରରେ ଏଏସଆଇ ସର୍ଭେ କରିବାକୁ ଅନୁମତି

ବାରଣାସୀ (ବଡ଼ ଖବର ବ୍ୟୁରୋ): ଜ୍ଞାନବାପୀ ମସଜିଦ୍ ମାମଲାରେ ବଡ ଫଇସଲା ଶୁଣାଇଛନ୍ତି ବାରଣାସୀ କୋର୍ଟ । ଜ୍ଞାନବାପୀ ମସଜିଦ୍ ପରିସରରେ ଏଏସଆଇ ସର୍ଭେ କରିବାକୁ ଅନୁମତି ପ୍ରଦାନ କରିଛନ୍ତି କୋର୍ଟ । କେବଳ ବିବାଦୀୟ ସ୍ଥାନକୁ ଛାଡି ଏଏସଆଇ ଜ୍ଞାନବାପୀ ମନ୍ଦିର ପରିସରରେ ସର୍ଭେ କରିବାକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି ବାରଣାସୀ କୋର୍ଟ । ଜ୍ଞାନବାପୀ ମସଜିଦ୍ ମାମଲାରେ ହିନ୍ଦୁ ପକ୍ଷର ପ୍ରତିନିଧିତ୍ୱ କରୁଥିବା ଓକିଲ ବିଷ୍ଣୁ ଶଙ୍କର ଜୈନ ଫଇସଲାର କପି ପଢି ଶୁଣାଇଛନ୍ତି । ଏଥିରେ କୋର୍ଟ ଏଏସଆଇକୁ ସର୍ଭେ କରିବାକୁ ଅନୁମତି ପ୍ରଦାନ କରିଥିବା କୁହାଯାଇଛି । ତେବେ ବିବାଦୀୟ ସ୍ଥାନକୁ ଛାଡି ଏଏସଆଇ ସମସ୍ତ ଅଞ୍ଚଳରେ ସର୍ଭେ କରିପାରିବ । ଏହି ମାମଲାରେ ଦୁଇ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ ଜୁଲାଇ ୧୪ ତାରିଖରେ ଫଇସଲାକୁ ସଂରକ୍ଷିତ କରିଥିଲେ ବାରଣାସୀ କୋର୍ଟ । ଜୁଲାଇ ୨୧ ତାରିଖରେ ଏହି ମାମଲାରେ ଫଇସଲା ଶୁଣାଯିବ ବୋଲି କୁହାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼