Masthead

‘ଭାରତୀୟଙ୍କ କଥା ନୁହେଁ, ଇମେଜ କଥା ଚିନ୍ତା କରୁଛନ୍ତି ମୋଦି’

ଇମ୍ଫାଲ (ବଡ଼ ଖବର ବ୍ୟୁରୋ): ଦୁଇ କୁକି ମହିଳାଙ୍କ ଉଲଗ୍ନ ଭିଡିଓ ଭାଇରାଲ ହେବାପରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ଯାହାକୁ ନେଇ ଅସଦୁଦ୍ଦିନ ଓୱାଇସି ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂଙ୍କ ବୟାନକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆରଏସଏସକୁ ଟାର୍ଗେଟ କରିଛନ୍ତି। ଏଆଇଏମଆଇଏମ ନେତା ତଥା ହାଇଦ୍ରାବାଦର ଏମପି ଓୱାଇସି ଟ୍ୱିଟ କରି କହିଛନ୍ତି, ନରେନ୍ଦ୍ର ମୋଦି ଓ ବିରେନ ସିଂ ଭାରତୀୟଙ୍କ ଜୀବନର ନୁହେଁ ବରଂ ଭାରତର ଇମେଜକୁ ନେଇ ବେଶୀ ଚିନ୍ତା କରୁଛନ୍ତି।

ଖାଲି ସେତିକି ନୁହେଁ ଓୱାଇସି ମଣିପୁର ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂଙ୍କ ମଣିପୁର କିଛି ଖବର ମଧ୍ୟ ସେୟାର କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ବିଜେପି ଚାହୁଁଛି ଯେ ଆମେ ସେମାନଙ୍କ ବିଫଳତା ଉପରେ ପ୍ରଶ୍ନ କରିବା ପାଇଁ ନିଜକୁ ଦୋଷୀ ଅନୁଭବ କରିବା। ସେପଟେ ଏହି ଘଟଣାରେ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଅନ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ଏବେ ଚେଷ୍ଟା ଜାରି ରହିଛି । ଅନ୍ୟପଟେ ରାଜ୍ୟସରକାର ଅଭିଯୁକ୍ତଙ୍କୁ କଠୋରରୁ କଠୋର ଦଣ୍ଡ ଦେବା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ