୭୦ ହଜାର ନିଯୁକ୍ତି ପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଯୁବବର୍ଗଙ୍କୁ ୭୦ ହଜାର ନିଯୁକ୍ତି ପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସକାଳ ୧୦.୩୦ ସମୟରେ ଭିଡିଓ କନଫରେନ୍ସି ମାଧ୍ୟମରେ ନିଯୁକ୍ତି ପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ । ଦେଶର ୪୪ଟି ସ୍ଥାନରେ ଏହି ରୋଜଗାର ମେଳା ଆୟୋଜନ କରାଯିବ ।

କେନ୍ଦ୍ର ସରକାରଙ୍କ ବିଭାଗ ସହ ରାଜ୍ୟ ସରକାର ଓ କେନ୍ଦ୍ରଶାସିତ ଅଞ୍ଚଳରେ ମଧ୍ୟ ଏହି ନିଯୁକ୍ତି ପତ୍ର ବଣ୍ଟନ କରାଯିବ । ଏହି ନିଯୁକ୍ତି ଦ୍ୱାରା ଯୁବବର୍ଗମାନେ ଯୁବ ରାଜସ୍ୱ ବିଭାଗ, ଅର୍ଥ ସେବା ବିଭାଗ,ଡାକ ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପରିବାର କଲ୍ୟାଣ ମନ୍ତ୍ରଣାଳୟ ଆଦି ସରାକରୀ ବିଭାଗରେ ସାମିଲ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ