Masthead

ପୁଣି ଠାବ ହେଲା ନକଲି ମସଲା

କଟକ(ବଡ଼ ଖବର ବ୍ୟୁରୋ): କଟକରେ ପୁଣି ଠାବ ହେଲା ନକଲି ମସଲାର ପସରା । ପ୍ରାୟ ୨୦ କ୍ୱିଣ୍ଟାଲର ଅପମିଶ୍ରିତ ଲଙ୍କା, ହଳଦୀ, ଧନିଆ ପାଉଡର ଆଦି ମସଲା ଠାବ ହୋଇଛି । ଉଭୟ ମାଲଗୋଦାମ ଥାନା ପୋଲିସ ଓ ସିଏମସି ଫୁଡ ସ୍କ୍ୱାର୍ଡ ଚଢାଉ କରି ଏହି ନକଲି ମସଲା କାରଖାନାକୁ ଠାବ କରିଛି ।

ବିଭିନ୍ନ ମସଲାରେ ରାସାୟନିକ ରଙ୍ଗ ମିଶ୍ରଣ କରି ନକଲି ମସଲା ପ୍ରସ୍ତୁତ କରି ଏହି କମ୍ପାନୀ ବଜାରରେ ବିକ୍ରି କରୁଥିଲା । ଦୀର୍ଘ ୬ବର୍ଷ କାଳ ଏହି ନକଲି ମସଲା କମ୍ପାନୀ ଚାଲିଥିଲା । ଜବତ ନକଲି ମସଲାର ମୂଲ୍ୟ ୫୦ଲକ୍ଷ ଟଙ୍କା ହେବ ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି । ଜବତ ନକଲି ସାମଗ୍ରୀକୁ ପରୀକ୍ଷା ପାଇଁ ଲାବରଟୋରିକୁ ପଠାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ