Masthead

୨୪ ରଣନୀତି ପାଇଁ ଚାଲିଛି ଆଲୋଚନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶଙ୍ଖ ଭବନରେ ଆରମ୍ଭ ହେଲା ବିଜୁ ମହିଳା ଜନତା ଦଳର କାର୍ଯ୍ୟକାରିଣୀ । ବୈଠକରେ ବରିଷ୍ଠ ନେତ୍ରୀ, ବିଧାୟିକ, ମନ୍ତ୍ରୀ ଉପସ୍ଥିତ ଅଛନ୍ତି । ଆଜିର ବୈଠକରେ ବିଭିନ୍ନ ରାଜନୈତିକ ପ୍ରସ୍ତାବ ଉପରେ ଆଲୋଚନା ହେଉଛି । ସାଙ୍ଗଠନିକ ସ୍ଥିତି ମଜଭୁତ କିଭଳି କରାଯିବ ତାହା ଉପରେ ଆଲୋଚନା ହେଉଛି ।

ଦରଦାମ ବୃଦ୍ଧି, ମହିଳା ସଂରକ୍ଷଣ ବିଲ, ଫୋକସ ଷ୍ଟେଟ ଭଳି ପ୍ରସଙ୍ଗ ଉପରେ ରାଜ୍ୟ କାର୍ଯ୍ୟକରିଣୀରେ ଆଲୋଚନା ହେଉଥିବା ସୂଚନା ମିଳିଛି । ଏହା ସହ ଷଷ୍ଠଥର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ ମହିଳା ବିଜୁ ଜନତା ଦଳ କ’ଣ ଆଗକୁ ପଦକ୍ଷେପ ନେବ ତାହା ଉପରେ ଆଲୋଚନା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ