Masthead

କନ୍ଦଳ ଭିତରେ କଂଗ୍ରେସର କାର୍ଯ୍ୟକାରିଣୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଗତକାଲି କଂଗ୍ରେସ ଭବନରେ ହାଇଡ୍ରାମା ପରେ ଆଜି ଆରମ୍ଭ ହୋଇଛି କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ । ନିଲମ୍ବିତଙ୍କ ସମର୍ଥକଙ୍କ ହୋହଲ୍ଲାକୁ ଆଖିରେ ରଖି କଂଗ୍ରେସ ଭବନରେ ହୋଇ ନାହିଁ ବୈଠକ । ଭୁବନେଶ୍ୱରର ଏକ ହୋଟେଲ ଚାଲିଛି ବୈଠକ । ବୈଠକରେ ସମସ୍ତ ବିଧାୟକ, ସାଂସଦ ଓ ଦଳର ବରିଷ୍ଠ ନେତା ଯୋଗ ଦେଇଛନ୍ତି । ପ୍ରଥମେ ପଲିଟିକାଲ ଆଫେୟାର୍ସ ବୈଠକ ଆରମ୍ଭ ହୋଇଛି ।

ତାପରେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ହେବ । ଶେଷରେ ବସିବ ରାଜ୍ୟ କଂଗ୍ରେସ ପଦାଧିକାରୀ ବୈଠକ । ତେବେ କଂଗ୍ରେସ ଭବନ ବାହାରେ ବୈଠକ ନହେବାକୁ ନେଇ ଭିନ୍ନ ଚର୍ଚ୍ଚା ହେଉଛି । ସେପଟେ ଆଜିର ବୈଠକରେ ନିଲମ୍ବିତ ନେତାଙ୍କ ପ୍ରସଙ୍ଗ ଉଠିପାରେ ବୋଲି ସୂଚନା ମିଳିଛି । ବୈଠକରେ କ’ଣ ଆଲୋଚନା ହେଉଛି ତା ଉପରେ ସମସ୍ତଙ୍କ ନଜର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ