Masthead

ଗିରଫ ହେଲେ ଗଞ୍ଜାମ ବୋମାମାଡ ଘଟଣାର ୭ ଅଭିଯୁକ୍ତ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ):ଗଞ୍ଜାମ ଜିଲ୍ଲା ବୁଗୁଡ଼ା ସହରରେ ବୋମା ମାଡ଼ କରି ଆତଙ୍କ କରାଇଥିବା ଅଭିଯୋଗ ରେ ସଂପୃକ୍ତ ଥିବା ୭ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଅଭିଯୁକ୍ତ ମାନଙ୍କ ଠାରୁ ଗୋଟିଏ ଦେଶୀ ବନ୍ଧୁକ , ଦୁଇଟି ବୋମା ଏବଂ ୩ ରାଉଣ୍ଡ ଜିବନ୍ତ ଗୁଳି ଜବତ ହୋଇଛି ।

ଗତ ୧୬ ତାରିଖରେ ଘଟିଥିଲା ବୋମା ମାଡ଼ ଘଟଣା । ବୁଗୁଡ଼ା ମେଡିକାଲ ଛକରେ ଥିବା ଏକ ଦୋକାନ ରୁ ଦାଦାବଟି ଆଦାୟ କରିବା ଲକ୍ଷ୍ୟରେ ଦୁର୍ବୃତ୍ତ ମାନେ ବୋମାମାଡ କରିଥିଲେ ।

ଫଳରେ ନିକଟରେ ଥିବା ଏକ ଔଷଧ ଦୋକାନ ସାମାନ୍ୟ କ୍ଷତିଗ୍ରସ୍ତ ହୋଇଥିଲା । ଏନେଇ ବୁଗୁଡ଼ା ଥାନାରେ ଅଭିଯୋଗ ହେବାପରେ ବିଭିନ୍ନ ସ୍ଥାନରେ ଚଢାଉ କରି ଅଭିଯୁକ୍ତ ମାନଙ୍କୁ ଗିରଫ କରିଥିଲା ବୁଗୁଡ଼ା ଥାନା ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ