Masthead

କର୍ଣ୍ଣାଟକରୁ ରାଜ୍ୟସଭା ଯିବେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାଜ୍ୟସଭାକୁ ଯାଇପାରନ୍ତି ସୋନିଆ ଗାନ୍ଧୀ । ଲୋକସଭା ସଦସ୍ୟା ଥିବା କଂଗ୍ରେସ ଅଧକ୍ଷ୍ୟା ସୋନିଆ ଗାନ୍ଧୀ ଆଗକୁ ପ୍ରତ୍ୟକ୍ଷ ନିର୍ବାଚନ ନ ଲଢ଼ି ରାଜ୍ୟସଭାକୁ ଯାଇପାରନ୍ତି । ସୋନିଆ ଯଦି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ଅନୁରୋଧ ରକ୍ଷା କରନ୍ତି, ତେବେ ଏହା ସମ୍ଭବ ହେବ ।

ବର୍ତ୍ତମାନର ବାସଭବନ ୧୦-ଜନପଥରେ ରହିବା ପାଇଁ ହେଲେ ସୋନିଆଙ୍କୁ ସଂସଦର ସଦସ୍ୟ ପଦ ବଜାୟ ରଖିବାକୁ ହେବ । ସେ ଦୃଷ୍ଟିରୁ ଅସୁସ୍ଥ ସୋନିଆଙ୍କ ପାଇଁ ରାଜ୍ୟସଭା ସଦସ୍ୟପଦ ସୁରକ୍ଷିତ ବୋଲି ବିଚାର କରାଯାଉଛି । ରାଜୀବ ଗାନ୍ଧୀ ଲୋକସଭାରେ ବିରୋଧୀ ଦଳ ନେତା ହେବା ସମୟରୁ, ୧୯୮୯ରୁ ସୋନିଆ ଏଠାରେ ବାସ କରିଆସୁଛନ୍ତି । ଗାନ୍ଧୀ-ନେହେରୁ ପରିବାର ସଦସ୍ୟ ପାରମ୍ପରିକ ଭାବେ ୧୦-ଜନପଥରେ ରହିଆସୁଛନ୍ତି । ୨୦୨୪ ଏପ୍ରିଲ ୨ ସୁଦ୍ଧା କର୍ଣ୍ଣାଟକର ୪ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା