Masthead

ମୋଦିଙ୍କ ଅବହେଳା ଯୋଗୁଁ ମଣିପୁରରେ ସବୁକିଛି ଘଟୁଛି: ଅଶୋକ ଗେହଲଟ

ରାଜସ୍ଥାନ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କଲେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ । ଏକ ପ୍ରେସ କନଫରେନ୍ସ କରି ମୋଦିଙ୍କ ଉପରେ ବର୍ଷିଛନ୍ତି । କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦିଙ୍କ ବୟାନ ରାଜସ୍ଥାନର ସ୍ୱାଭିମାନକୁ ଆଘାତ ଦେଇଛି। ସେ ମଣିପୁର ସମ୍ପର୍କରେ ଏକ ବୈଠକ ଡାକିନାହାଁନ୍ତି। ମଣିପୁର ଘଟଣାକୁ ନେଇ ଆଦୌ ଗୁରୁତ୍ୱ ଦେଉ ନାହାନ୍ତି।

୭୭ ଦିନ ହେବ ମଣିପୁର ଜଳୁଛି । ହେଲେ ପାର୍ଲାମେଣ୍ଟରେ ପ୍ରଧାନମନ୍ତ୍ରୀ ଏହାକୁ ନେଇ ଗୋଟିଏ ହେଲେ ବୟାନ ଜାରି କରୁ ନାହାନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ଯେ ମୋଦିଙ୍କ ଅବହେଳା ଯୋଗୁଁ ଆଜି ମଣିପୁରରେ ସବୁକିଛି ଘଟୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ