Masthead

ଦାଦାର ଟାଙ୍ଗିଆ ଚୋଟରେ ପୁତୁରାର ମୃତ୍ୟୁ

ରାୟଗଡା(ବଡ଼ ଖବର ବ୍ୟୁରୋ): ରାୟଗଡା ଜିଲ୍ଲା ଗୁଣପୁର ଥାନା ଅନ୍ତର୍ଗତ ସିରିଝୋଲ ଗ୍ରାମରେ ଦାଦାର ଟାଙ୍ଗିଆ ଚୋଟରେ ପୁତୁରାର ମୃତ୍ୟୁ ହୋଇଛି । ହତ୍ୟାକାରୀ ଦାଦକୁ ପୋଲିସ ଥାନାରେ ଅଟକ ରଖି ପଚରାଉଚରା ଚଲାଇଛି ।

ଘଟଣାରୁ ପ୍ରକାଶ ଯେ ଗତକାଲି ବିଳମ୍ବିତ ରାତିରେ କୌଣସି କଥା କୁ ନେଇ ଦାଦା ଏସ୍ . ବୁଡୁ ଙ୍କ ସହ ପୁତୁରା ଏସ୍. ରମେଶଙ୍କ ବଚସା ହୋଇ କଥା କଟାକଟି ହୋଇ ଥିଲା କ୍ଷ ଏଥିରେ ଦାଦା ଉତକ୍ଷୀପ୍ତ ହୋଇ ପୁତୁରାକୁ ଟାଙ୍ଗୀଆରେ ଆକ୍ରମଣ କରିବାରୁ ଘଟଣା ସ୍ଥଳରେ ହିଁ ପୁତୁରା ମୃତ୍ୟୁ ବରଣ କରିଥିବା ପୋଲିସ ସୂତ୍ର ରୁ ପ୍ରକାଶ । ଘଟଣା ସ୍ଥଳରେ ପୁଲିସ ପହଞ୍ଚି ଅଧିକ ତଦନ୍ତ କରିବା ସହ ଟାଙ୍ଗିଆ ଯବତ କରି ଦାଦାକୁ ଥାନାକୁ ଆଣି ପଚରାଉଚରା କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି