Masthead

‘ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରି ପ୍ରସ୍ତାବ ଦେବୁ, ସେ ଯାହା ନିଷ୍ପତ୍ତି ନେବେ ଗ୍ରହଣ କରିବୁ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ସଂଯୁକ୍ତା ମହଲାଙ୍କ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଲେ ମହିଳା ବିଜେଡି ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ । କହିଛନ୍ତି ବିଜେପିର ମହିଳା ନେତ୍ରୀ ଅନେକ କଥା କହିଛନ୍ତି । ପଚାରନ୍ତୁ ସୁନ୍ଦରଗଡ଼ରେ ବିଜେପି ସାଂସଦ କିପରି ଜଣେ ମହିଳାଙ୍କୁ ଅପମାନ କରିଥିଲେ । ସମସ୍ତଙ୍କୁ ନିମନ୍ତ୍ରଣ ଦିଆଯାଇଥିଲା ମହିଳା କାର୍ଯ୍ୟକାରିଣୀ ପାଇଁ । ଯିଏ ଆସିନି, ତାହା ତାଙ୍କ ବ୍ୟକ୍ତିଗତ ନିଷ୍ପତ୍ତି । କାହାକୁ କୋଣଠେସା କରାଯାଇନି । ଦଳ ସମସ୍ତଙ୍କୁ ଦାୟିତ୍ୱ ଦେଇଛି । ସମସ୍ତେ ଦାୟିତ୍ୱ ବହନ କରିବା କଥା । କାର୍ଯ୍ୟକାରିଣୀ ପରେ ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରି ପ୍ରସ୍ତାବ ଦେବୁ । ସେ ଯାହା ନିଷ୍ପତ୍ତି ନେବେ, ଗ୍ରହଣ କରିବୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ