Masthead

ପରିକ୍ରମା ପ୍ରକଳ୍ପ ଚାଲିଛି, ଭକ୍ତମାନେ ଆହତ ହେବେ: ପ୍ରମିଳା ମଲ୍ଲିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଶ୍ରୀମନ୍ଦିର ୪ ଦ୍ଵାରା ଖୋଲା ପ୍ରସଙ୍ଗରେ ଉତ୍ତର ରଖିଲେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ । କହିଛନ୍ତି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ଚାଲିଛି । ଯଦି ଭକ୍ତ ମାନେ ୪ ଦ୍ଵାର ଦେଇ ଯିବେ ସେଥିରେ ଆହତ ହେବାର ସମ୍ଭାବନା ରହିଛି । ତେଣୁ ସଠିକ୍ ସମୟ ଆସିଲେ ନିଶ୍ଚୟ ୪ ଦ୍ଵାରା ଖୋଲା ଯିବ । ରାଜ୍ୟ ସରକାର କୌଣସି ଥିରେ ପ୍ରତିବନ୍ଧକ ହୋଇନାହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା