Masthead

କେନ୍ଦ୍ରମନ୍ତ୍ରୀଙ୍କୁ ସବୁ ଭୁଲ ଦେଖାଯିବ: ପ୍ରମିଳା ମଲ୍ଲିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ୫ଟି ସଚିବ ସମ୍ବିଧାନ ଭଙ୍ଗ କରୁଥିବା ନେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଭିଯୋଗର ଉତ୍ତର ରଖିଲେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ । କହିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୫ ଟି ସଚିବ କାମ କରୁଛନ୍ତି । କୌଣସି ଦିନ ଦଳୀୟ ପତାକା ଧରୁ ନାହାନ୍ତି କି ଦଳୀୟ କାମ କରୁନାହାନ୍ତି । ତେଣୁ ସମ୍ବିଧାନ କେଉଁଠି ଭାଙ୍ଗିଲେ ? ତାଙ୍କୁ ସବୁ ଭୁଲ ଦେଖା ଯିବ। ବିକାଶକୁ ବିରୋଧ କରିବା ଛଡା ଅନ୍ୟ କିଛି ଜାଣନ୍ତିନି କେନ୍ଦ୍ରମନ୍ତ୍ରୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି