Masthead

ରାଜ୍ୟ ସରକାର ନୀରବ ରହି ନିଜକୁ ସୁରକ୍ଷା ଦେଉଛନ୍ତି: ଅନୁରାଗ ଠାକୁର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମଣିପୁର ବର୍ବରତାକୁ ନେଇ ସାରା ଦେଶ ସ୍ତବ୍ଧ । ବିରୋଧୀ ସରକାରଙ୍କୁ କରୁଛନ୍ତି କଡ଼ା ସମାଲୋଚନା । ଏହାରି ଭିତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଅନ୍ୟ ରାଜନୈତିକ ଦଳଙ୍କୁ କରିଛନ୍ତି କଡ଼ା ସମାଲୋଚନା । କହିଛନ୍ତି ବିହାର, ରାଜସ୍ଥାନ ଏବଂ ପଶ୍ଚିମବଙ୍ଗରେ ମହିଳାଙ୍କ ଉପରେ ନିର୍ଯାତନା ବଢ଼ି ଚାଲିଛି ।

କୌଣସି ବିରୋଧୀ ଦଳ ଏହି ପ୍ରସଙ୍ଗରେ ମୁହଁ ନ ଖୋଲି ନୀରବ ରହିଛନ୍ତି। ଯାହା ଅତ୍ୟନ୍ତ ନିନ୍ଦାଜନକ। ମହିଳା ନିର୍ଯାତନା ନେଇ ନିଜର ସ୍ବର ଉତ୍ତୋଳନ କରିଥିବା ରାଜସ୍ଥାନ ମନ୍ତ୍ରୀ ରାଜେନ୍ଦ୍ର ସିଂ ଗୁଦ୍ଧାଙ୍କୁ ବରଖାସ୍ତ କରାଯିବା ଦୁର୍ଭାଗ୍ୟପୂର୍ଣ୍ଣ। ପଶ୍ଚିମବଙ୍ଗରେ ଘଟିଥିବା ଘଟଣାରେ ରାଜ୍ୟ ସରକାର ନୀରବ ରହି ନିଜକୁ ସୁରକ୍ଷା ଦେବାରେ ଲାଗିଛନ୍ତି। ଏହା ସରକାରଙ୍କ ଅପାରଗତାକୁ ସୂଚିତ କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା