Masthead

ଖୋଲିଲା ହୀରାକୁଦ ଡ୍ୟାମ୍‌ ଗେଟ୍

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ହୀରାକୁଦ ଛାଡ଼ିଲା ପ୍ରଥମ ବନ୍ୟାଜଳ । ଖୋଲିଲା ହୀରାକୁଦ ଡ୍ୟାମ୍‌ ଗେଟ୍ । ପ୍ରଥମେ ଖୋଲିଲା ୭ ନମ୍ବର ସ୍ଲୁଇସ୍ ଗେଟ୍ । ନିଷ୍କାସନ ହେଲା ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ । ପର୍ଯ୍ୟାୟକ୍ରମେ ଆଉ ୪ଟି ଗେଟ୍ ଖୋଲାଯିବ । ପୂଜାର୍ଚ୍ଚନା ପରେ ଖୋଲିଲା ଗେଟ୍ । ସକାଳ ୯ଟାରେ ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯାଇଛି ।

ବାମ ପାର୍ଶ୍ବର ୩ଟି ଏବଂ ଡାହାଣ ପାର୍ଶ୍ବର ୨ଟି ଗେଟ୍‌, ସର୍ବମୋଟ ୫ଟି ଗେଟ୍ ପ୍ରାୟ ୭୫ ହଜାର କ୍ୟୁସେକ୍ ବନ୍ୟାଜଳ ମହାନଦୀରେ ନିଷ୍କାସନ କରାଯିବ ବୋଲି ମୁଖ୍ୟଯନ୍ତ୍ରୀ ତଥା ଉପର ମହାନଦୀ ଅବବାହିକା ପରିଚାଳକ ଆନନ୍ଦ ଚନ୍ଦ୍ର ସାହୁ ସୂଚନା ଦେଇଛନ୍ତି । ଗତ ବର୍ଷ ୧୮ ଜୁଲାଇରେ ସେହି ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା