Masthead

ମୈଇତି ସମ୍ପ୍ରଦାୟର ଲୋକଙ୍କୁ ଏୟାରଲିପ୍ଟରେ ହୋଇପାରେ ସ୍ଥାନାନ୍ତର

ଇମ୍ଫାଲ (ବଡ଼ ଖବର ବ୍ୟୁରୋ):  ମଣିପୁରର ମେଇତି ଓ କୁକି ସମ୍ପ୍ରଦାୟ ମଧ୍ୟରେ ଉପୁଜିଥିବା ହିଂସା ମଧ୍ୟରେ ମିଜୋରାମରେ ଥିବା ମୈଇତି ସମ୍ପ୍ରଦାୟ ଲୋକଙ୍କୁ ଏୟାରଲିପ୍ଟ କରିବାକୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏକ ପୂର୍ବତନ ଉଗ୍ରବାଦୀ ସଂଗଠନ ମୈଇତି ଲୋକଙ୍କୁ ସେମାନଙ୍କ ସୁରକ୍ଷା ପାଇଁ ରାଜ୍ୟ ଛାଡିବାକୁ କହିବା ପରେ ମଣିପୁର ସରକାର ସମ୍ପ୍ରଦାୟର ସଦସ୍ୟମାନଙ୍କୁ ଏୟାରଲିପ୍ଟ କରିବା ଉପରେ ବିଚାର କରୁଛନ୍ତି। ହିନ୍ଦୁସ୍ତାନ ଟାଇମ୍ସର ରିପୋର୍ଟ ଅନୁଯାୟୀ, ଆଇଜାୱଲ-ଇମ୍ଫାଲ ଏବଂ ଆଇଜାୱଲ-ସିଲଚର ମଧ୍ୟରେ ସ୍ବତନ୍ତ୍ର ଏଟିଆର ବିମାନ ମାଧ୍ୟମରେ ସମ୍ପ୍ରଦାୟର ଲୋକଙ୍କୁ ମିଜୋରାମରୁ ସ୍ଥାନାନ୍ତର କରାଯାଇପାରେ। ଅନ୍ୟପକ୍ଷରେ, ମିଜୋରାମ ସରକାର ଶନିବାର ରାଜ୍ୟରେ ରହୁଥିବା ମୈଇତି ସମ୍ପ୍ରଦାୟର ଲୋକଙ୍କୁ ସୁରକ୍ଷା ପ୍ରଦାନ କରିବା ସହ ଗୁଜବ ପ୍ରତି ଧ୍ୟାନ ନ ଦେବାକୁ କହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ