Masthead

ଚାରି କଳରାପତିଆ ବାଘ ଚମଡ଼ା ସହ ତିନି ଅଭିଯୁକ୍ତଙ୍କୁ ଗିରଫ କଲା ବନବିଭାଗ

ବାରିପଦା (ବଡ଼ ଖବର ବ୍ୟୁରୋ): ବାରିପଦା ବନଖଣ୍ଡ ଅଧିକାରୀ ଓ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଦକ୍ଷିଣ ଉପନିର୍ଦ୍ଦେଶକଙ୍କ ଚଢ଼ାଉରେ ୪ଟି କଲରାପତରିଆ ବାଘ ଛାଲ ଜବତ କରାଯାଇଛି। ଏଥି ସହିତ ଘଟଣାରେ  ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯିବା ସହ ତାଙ୍କ ନିକଟରୁ ତିନି ଗୋଟି ମୋବାଇଲ ଫୋନ ଜବତ ହୋଇଛି।

ବାରିପଦା ବନଖଣ୍ଡ ଅଧିକାରୀ ସନ୍ତୋଷ କୁମାର ଯୋଶୀଙ୍କ ଠାରୁ ମିଳିଥିବା ସୂଚନା ଅନୁଯାୟୀ, କଲରାପତରିଆ ବାଘଛାଲ ସମ୍ପର୍କରେ ସୂଚନା ପାଇ ସେ ଓ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଉପନିର୍ଦ୍ଦେଶକ ସମ୍ରାଟ ଗୌଡ ମିଳିତ ଭାବେ ଚଢ଼ାଉର ରୂପରେଖ ସ୍ଥିର କରିଥିଲେ। ଉଭୟଙ୍କ ଅଧିନରେ ଥିବା ଅଧିକାରୀ ଓ କର୍ମଚାରୀ ସମେତ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଉତ୍ତର ଓ ରାଇରଙ୍ଗପୁର ବନଖଣ୍ଡ ଅଧିକାରୀ ଏବଂ କର୍ମଚାରୀଙ୍କୁ ନେଇ ଏକ ଟିମ ଶିମିଳିପାଳ ଖୁଣ୍ଟା ଥାନା ଅନ୍ତର୍ଗତ ବହଲଦା ଗ୍ରାମରେ ଚଢ଼ାଉ କରି  ସଫଳତା ପାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା