Masthead

ଆସନ୍ତା ୨୫ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ପୁଣି ଏକ ଲଘୁଚାପ । ରାଜ୍ୟରେ ଲଗାତର ଭାବେ ଗୋଟେ ପରେ ଗୋଟେ ଲଘୁଚାପ ସୃଷ୍ଟି ହୋଇ ଚାଲିଛି । ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଉପରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ ।

ଆସନ୍ତାକାଲି ଏହା ଲଘୁୁଚାପର ରୂପ ନେବ । ଏହାର ପ୍ରଭାବରେ ଆସନ୍ତା ୪ ଦିନ ଯାଏଁ ଲାଗିରହିବ ପ୍ରବଳ ବର୍ଷା । ଏଥିପାଇଁ ୧୦ ଜିଲ୍ଳାକୁ ୟୋଲୋୱାର୍ଣିର୍ଂ ଦିଆଯାଇଛି । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର