Masthead

ଅଗ୍ନିକାଣ୍ଡରେ ଜଳିଗଲା ସୁରେନ୍ଦ୍ର ଗୁପ୍ତାଙ୍କ ଘର

ଭଦ୍ରକ(ବଡ଼ ଖବର ବ୍ୟୁରୋ): ଭଦ୍ରକ ଜିଲ୍ଲା ଚାନ୍ଦବାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ୬ ନମ୍ବର ୱାର୍ଡ ଶାସ୍ତ୍ରୀ ନଗର ଠାରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ସୁରେନ୍ଦ୍ର ଗୁପ୍ତାଙ୍କ ଘର ଅଜବେଷ୍ଟ ସମ୍ପୂର୍ଣ୍ଣ ଜଳିଯାଇଛି । ତେବେ ବିଳମ୍ବିତ ରାତିରେ କିପରି ଅଗ୍ନିକାଣ୍ଡ ଘଟିଲା ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ ।

ଅଗ୍ନିକାଣ୍ଡ ପରେ ମଧ୍ୟ ଘରେ ବିଦ୍ୟୁତ ଥିଲା ତେଣୁ ଏହା ସର୍ଟ ସର୍କିଟ ନୁହେଁ ବୋଲି ସୁରେନ୍ଦ୍ର ଗୁପ୍ତାଙ୍କ ପୁଅ ଅନୁପ ଗୁପ୍ତା କହିଛନ୍ତି କ୍ଷ ଏଥି ସହିତ ପ୍ରଶାସନ ଏହାର ତଦନ୍ତ କରୁବୋଲି ଅନୁପ ଜୋର୍ ଦେଇଛନ୍ତି, ସୂଚନା ଅନୁଯାୟୀ କେହି ଜଣେ ଦୁର୍ବୃତ୍ତ ନିଆଁ ଲଗାଇଛି ବୋଲି ଅନୁମାନ କରୁଛନ୍ତି କ୍ଷ ତେବେ ଦମକଳବାହିନୀ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ କୌଣସି ଆସବାବ ପାତ୍ର ରକ୍ଷା କରାଯାଇ ପାରିନାହିଁ  ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼