Masthead

ଭାଙ୍ଗିଲା ଜିମ୍ ଛାତ, ୧୦ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଭୁଶୁଡ଼ିଲା ଜିମ ଛାତ । ୧୦ ମୃତ । ଉତ୍ତରପୂର୍ବ ଚୀନର ୩୪ ମିଡିଲ ଇଷ୍ଟ କିକିହାରରେ ଥିବା ଏକ ସ୍କୁଲର ଜିମ୍ ଭୁଶୁଡିପଡିଛି । ଫଳରେ ୧୦ଜଣଙ୍କ ମୃତ୍ୟୁ ହୋଇଛଇ । ଏକାଧିକ ଭଙ୍ଗା ଛାତ ତଳେ ଦବି ହୋଇ ରହିଛନ୍ତି । ଉଦ୍ଧାର କାର୍ୟ୍ୟ ଏବେବି ଜାରି ରହିଛି । ପ୍ରାରମ୍ଭିକ ରିପୋର୍ଟ ମୁତାବକ, ନିର୍ମାଣକାରୀମାନେ ଛାତ ଉପରେ ‘ପର୍ଲାଇଟ୍‌’ (ଭଲ୍‌କାନିକ୍‌ ଗ୍ଲାସ୍‌) ରଖିଥିଲେ। ପ୍ରବଳ ବର୍ଷା ଯୋଗୁଁ ଉକ୍ତ ‘ପର୍ଲାଇଟ୍‌’ ସମ୍ପ୍ରସାରିତ ହୋଇଯିବାରୁ ଛାତ ଭୁଶୁଡ଼ି ପଡ଼ିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ