Masthead

ରାଜ୍ୟସଭାରୁ ଆପ୍‌ ସାଂସଦ ସଞ୍ଜୟ ସିଂ ସସପେଣ୍ଡ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ରାଜ୍ୟସଭାରୁ ଆପ୍‌ ସାଂସଦ ସଞ୍ଜୟ ସିଂ ସସପେଣ୍ଡ । ସଞ୍ଜୟ ସିଂହଙ୍କୁ ସସପେଣ୍ଡ କଲେ ରାଜ୍ୟସଭା ଅଧ୍ୟକ୍ଷ । ମୌସୁମୀ ଅଧିବେଶନର ବଳକା କାର୍ଯ୍ୟ ଦିବସରୁ ସସପେଣ୍ଡ କରାଯାଇଛି । ମଣିପୁର ପ୍ରସଙ୍ଗରେ ବିରୋଧ ପ୍ରଦର୍ଶନକୁ ନେଇ ସସପେଣ୍ଡ କରାଯାଇଛି । ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଆସାମରୁ ରାଜ୍ୟସଭା ଏମପି ଥିବା ସଞ୍ଜୟ ମଣିପୁର ଘଟଣାରେ ସରକାରଙ୍କୁ ଘେରିବା ଆରମ୍ଭ କରିଥିଲେ । ଗୃହର ଶୃଙ୍ଖଳାଭଙ୍ଗ କରିଥିବାରୁ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକର ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟସଭା ଅଧ୍ୟକ୍ଷଙ୍କ ଏହି କାର୍ଯ୍ୟାନୁଷ୍ଠାନ ପୀୟୂଷ ଗୋଏଲଙ୍କ ଅଭିଯୋଗ ଆଧାରରେ ଗ୍ରହଣ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼