Masthead

ଜଷ୍ଟିସ ସୁନୀତା ଅଗ୍ରୱାଲ ମହିଳା ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଜଷ୍ଟିସ ସୁନୀତା ଅଗ୍ରୱାଲ ହେଲେ ଦେଶର ମହିଳା ମୁଖ୍ୟ ବିଚାରପତି । ଗୁଜୁରାଟ ଉଚ୍ଚ ନ୍ୟାୟଳୟର ବିଚାରପତି ଭାବେ ରବିବାର ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ ସୁନୀତା ଅଗ୍ରୱାଲ । ସୁନିତାଙ୍କ ପୂର୍ବରୁ ବିଚାରପତି ସୋନିଆ ଗୋକନି ଗୁଜୁରାଟର ପ୍ରଥମ ମହିଳା ମୁଖ୍ୟ ବିଚାରପତି ହେବାର ଗୌରବ ଅର୍ଜନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା